ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ

ନୂଆଦିଲ୍ଲୀ: ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ । cbse.gov.in ଏବଂ results.cbse.nic.inରେ ମିଳିପାରିବ ରେଜଲ୍ଟ । 7738299899କୁ ଏସଏମ୍‌ଏସ ପଠାଇ ମଧ୍ୟ ଜାଣିପାରିବେ ପରୀକ୍ଷା ଫଳ । ଚଳିତବର୍ଷ ପରୀକ୍ଷା ଦେଇଛନ୍ତି ୨୧,୧୬,୨୯୦ ଛାତ୍ରଛାତ୍ରୀ। ସୂଚନା ଥାଉକି, ଏପ୍ରିଲ ୨୬ରୁ ମେ’ ୨୪ ଯାଏ CBSE ଦଶମ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୨ଟି ଟର୍ମରେ ଏହି CBSE ବୋର୍ଡ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

Leave A Reply

Your email address will not be published.