Browsing Tag

5T secretary

ଭୁବନେଶ୍ୱରର ବିଭିନ୍ନ ଛକ ବୁଲିଲେ ୫-ଟି ସଚିବ: ଟ୍ରାଫିକ ବ୍ୟବସ୍ଥାର କଲେ ଅନୁଧ୍ୟାନ, ଖୁବଶୀଘ୍ର ଟ୍ରାଫିକ ସମସ୍ୟାର ହେବ…

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱରରେ ଟ୍ରାଫିକ୍‌ ସ୍ଥିତି ଅନୁଧ୍ୟାନ କଲେ 5T ସଚିବ ଭି.କେ. ପାଣ୍ଡିଆନ। ଶିଶୁଭବନ ଛକ, ରବି ଟକିଜ ଓ କଳ୍ପନା ଛକ ଆଦି ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ବେହେରା ସାହି ଛକ, ରସୁଲଗଡ଼ ଓ ଆଇଗିଣିଆ ଛକ ମଧ୍ୟ ବୁଲି ସ୍ଥିତି ପରଖିଛନ୍ତି 5T ସଚିବ। ଭି.କେ.…

ବିଧାନସଭାରେ 5T ସଚିବଙ୍କୁ ଭୂରି ଭୂରି ପ୍ରଶଂସା କଲେ କଂଗ୍ରେସ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର(କେନ୍ୟୁଜ୍): 5T ସଚିବଙ୍କୁ କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କୁ ଭୂରି ଭୂରି ପ୍ରଶଂସା। ବିଧାନସଭାରେ ପ୍ରଶଂସା କଲେ ସୁର ରାଉତରାୟ। କଳିଙ୍ଗ ଷ୍ଟାଡିୟମ ଭିତ୍ତିଭୂମି ଦେଖିବା ପରେ ପ୍ରଶଂସା କରିଛନ୍ତି। ବିଭିନ୍ନ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଛନ୍ତି।…

ରଥଯାତ୍ରା ପୂର୍ବରୁ ସରିବ କି ପ୍ରକଳ୍ପ କାମ? ଆଜି ପୁରୀରେ ପହଞ୍ଚି ସମୀକ୍ଷା କଲେ 5T ସଚିବ

ପୁରୀ(କେନ୍ୟୁଜ୍‌): ପାଖେଇ ଆସୁଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ ୨୭ ଦିନ ବାକି। ଚଳଚଞ୍ଚଳ ରଥଖଳା। ଦ୍ରୁତ ଗତିରେ ଆଗେଇ ଚାଲିଛି ରଥକାମ। ଏପଟେ ରଥଯାତ୍ରା ପୂର୍ବରୁ ସରିବ କି ପ୍ରକଳ୍ପ କାମ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିଛନ୍ତି ଫାଇଭ ଟି ସଚିବ। ଆଜି ସକାଳେ 5T ସଚିବ…

ଗଜପତି ପରେ ଗଞ୍ଜାମରେ ମୁଖ୍ୟ ସଚିବ ଓ 5T ସଚିବ, ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ କରୁଛନ୍ତି ସମୀକ୍ଷା

ଗଜପତି(କେନ୍ୟୁଜ): ଗଜପତିରେ ମୁଖ୍ୟ ସଚିବ ଓ 5T ସଚିବ। କେତେବାଟ ଆଗେଇଛି ଗଜପତି ଜିଲ୍ଲା ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ। ଗଜପତି ଜିଲ୍ଲା ଗସ୍ତରେ ଯାଇ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ। ନିର୍ମାଣସ୍ଥଳକୁ ଯାଇ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ…

ଝଙ୍କଡ଼ ସ୍ଥିତ ମାଆ ଶାରଳାଙ୍କ ପୀଠ ପରିଦର୍ଶନ ସହିତ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ 5T ସଚିବ

ଜଗତସିଂହପୁର(କେନ୍ୟୁଜ): ଜଗତସିଂହପୁର ଜିଲ୍ଲା ଝଙ୍କଡ଼ ସ୍ଥିତ ମାଆ ଶାରଳାଙ୍କ ପୀଠ ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍‌। ମାଆଙ୍କୁ ଦର୍ଶନ ପରେ ମନ୍ଦିର ବେଢା ବୁଲିଛନ୍ତି। ଏହାପରେ ମନ୍ଦିରର ସେବାୟତଙ୍କ ସହ ଆଲୋଚନା କରିଛନ୍ତି। ପୀଠର ଉନ୍ନତିକରଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତିି।…

କେନ୍ଦୁଝର ଗସ୍ତରେ ମୁଖ୍ୟ ସଚିବ ଓ 5T ସଚିବ, ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର କରିବେ ସମୀକ୍ଷା

କେନ୍ଦୁଝର (କେନ୍ୟୁଜ୍): କେନ୍ଦୁଝର ଗସ୍ତରେ ମୁଖ୍ୟ ସଚିବ ଓ 5T ସଚିବ ଭି.କେ ପାଣ୍ଡିଆନ । ଉଭୟ ପ୍ରଥମେ ଚମ୍ପୁଆ ବ୍ଲକର ଚିମିଳା ନିକଟସ୍ଥ ହେଲିପ୍ୟାଡରେ ପହଞ୍ଚିଥିଲେ । ବାସୁଦେବପୁର ନିକଟ କାନପୁରର ବୃହତ ଜଳ ସେଚନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି । ଅନେକ ଦିନ ଧରି ଏହି ପ୍ରକଳ୍ପ ବନ୍ଦ ହୋଇ…

ମା’ କଟକ ଚଣ୍ଡୀ ମନ୍ଦିରରେ 5T ସଚିବ, ବିଭିନ୍ନ ସମସ୍ୟା ନେଇ ବରିଷ୍ଠ ଅଧିକାରୀଙ୍କ ସହ କଲେ ଆଲୋଚନା

କଟକ(କେନ୍ୟୁଜ୍) : ମା’ କଟକ ଚଣ୍ଡୀଙ୍କ ମନ୍ଦିର ପରିଦର୍ଶନ କଲେ 5T ସଚିବ । ମା’ଙ୍କ ଦର୍ଶନ କରିବା ସହ ମନ୍ଦିର ପ୍ରକଳ୍ପ ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ଭି.କେ ପାଣ୍ଡିଆନ୍‌। ବର୍ଷାଜଳ ନିଷ୍କାସନ, ପାର୍କିଂ ସମସ୍ୟା ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ମନ୍ଦିର…

OUTRରେ ଭିତ୍ତିଭୂମିର ବିକାଶ ସହିତ ଖୋଲିବ ନୂଆ ପାଠ୍ୟକ୍ରମ, ପ୍ରଥମ ପର୍ଯ୍ୟାୟରେ ବିନିଯୋଗ ହେବ 3ଶହ କୋଟି

କେନ୍ୟୁଜ୍(ବ୍ୟୁରୋ): Odisha university of technology and research କୁ engineering ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ଗଢ଼ିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି…

ଭୁବନେଶ୍ୱର ଘାଟିକିଆରେ OUTRରେ 5T ସଚିବ ଭି.କେ ପାଣ୍ଡିଆନ୍‌, ବିକାଶମୂଳକ କାମର କଲେ ତଦାରଖ

ଭୁବନେଶ୍ୱର (କେନ୍ୟୁଜ୍): CET ହେଲା OUTR । ଭୁବନେଶ୍ୱର ଘାଟିକିଆରେ OUTRରେ 5T ସଚିବ ଭି.କେ ପାଣ୍ଡିଆନ୍‌ । ଓଡ଼ିଶା ୟୁନିଭରସିଟି ଅଫ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ କେନ୍ଦ୍ର ବୁଲିଛନ୍ତି । ବିକାଶମୂଳକ କାମର ତଦାରଖ କରିଛନ୍ତି 5T ସଚିବ । ଏଠାରେ ୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ…

ପୁରୀ ସତ୍ୟବାଦୀ ସ୍ଥିତ ଗୋପବନ୍ଧୁଙ୍କ ଜନ୍ମସ୍ଥାନରେ 5T ସଚିବ, ସୁଆଣ୍ଡୋରେ ଉନ୍ନତିମୂଳକ କାର୍ଯ୍ୟର କରିଛନ୍ତି ସମୀକ୍ଷା

ପୁରୀ (କେନ୍ୟୁଜ୍): ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଗୋପବନ୍ଧୁଙ୍କ ଜନ୍ମସ୍ଥାନରେ 5T ସଚିବ ଭି.କେ ପାଣ୍ଡିଆନ । ସୁଆଣ୍ଡୋରେ ବରିଷ୍ଠ ଅଧିକାରୀଙ୍କ ସହ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଉତ୍କଳମଣିଙ୍କ ଜନ୍ମପୀଠର ବିକାଶ ପ୍ରକଳ୍ପ ତ୍ୱରାନ୍ଵିତ ହୋଇଛି । ଗୋପବନ୍ଧୁଙ୍କ…

ନୀଳମାଧବ ପୀଠ ପରିଦର୍ଶନ କଲେ ଫାଇଭ୍‌ ଟି ସଚିବ: ଉନ୍ନତିକରଣ କାମ ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତଙ୍କ ସହିତ କଲେ…

ନୟାଗଡ଼ (କେନ୍ୟୁଜ): ନୟାଗଡ଼ ଜିଲ୍ଲା କଣ୍ଟିଲୋ ନୀଳମାଧବ ପୀଠ ପରିଦର୍ଶନ କଲେ ଫାଇଭ୍‌ ଟି ସଚିବ ଭି. କେ. ପାଣ୍ଡିଆନ୍‌ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସେ ଆଜି ନୀଳମାଧବ ପୀଠ ଯାଇଥିଲେ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତଙ୍କ ସହ…