Browsing Tag

accident news

ଭାରସାମ୍ୟ ହରାଇ ଡିଭାଇଡ଼ରରେ ପିଟି ହେଲା ବାଇକ୍, ୨ ଜଣଙ୍କର ମୃତ୍ୟୁ

ଛତ୍ରପୁର(କେନ୍ୟୁଜ୍): ଗଞ୍ଜାମ ଛତ୍ରପୁର DRDA ନିକଟ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ୨ଜଣ ହେଲେ ବ୍ରହ୍ମପୁର ବ୍ରହ୍ମାନଗର ଅଞ୍ଚଳର ସୁମନ ଦାସ ଏବଂ ହିଞ୍ଜିଳିକାଟୁ କଂଚୁଡୁ ଅଞ୍ଚଳର ଦଣ୍ଡପାଳ । ଦୁହେଁ ଏକ ବାଇକରେ ଯାଉଥିବା…

ପାକିସ୍ତାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା! ନିଆଁରେ ଜଳି ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ

ପାକିସ୍ତାନର ପଞ୍ଜାବ ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଯାତ୍ରୀବାହୀ ବସ୍‌ ଓ ଏକ ତୈଳ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ପାଖାପାଖି ୨୦ ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ସୂଚନାଥାଉ କି, ଏହି ଅଞ୍ଚଳରେ ଗତ ୩ ଦିନ ଭିତରେ ଏହା ହେଉଛି…