Browsing Tag

accused arrested

କାର୍‌ରେ ଚୋରା ଚାଲାଣ ବେଳେ ୧୩ଲକ୍ଷ ଟଙ୍କାର ଅଫିମ ଜବତ, ୫ ଅଭିଯୁକ୍ତ ଗିରଫ

ଘଟଗାଁ (କେନ୍ୟୁଜ): କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ପୋଲିସ ଚୋରା ଅଫିମ ନେଇ ଆସୁଥିବା ଏକ କାରକୁ କାଳିଆଡୁମା ଗ୍ରାମ ନିକଟରୁ ଧରିବା ସହ ୫ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ମୟୁରଭଞ୍ଜ ଜିଲ୍ଲା ରରୁଆଁର ଜନ ହାସା,ଝାରଖଣ୍ଡର ଜାଗାଇ ସାଲୁକାଟ,ସାନି ମୁଣ୍ଡା,ଅଟୱା ମୁଣ୍ଡା ଏବଂ…

ସାଙ୍ଗ ବାହାଘର ଭୋଜିରୁ ଫେରିବା ବେଳେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା, ଅଭିଯୁକ୍ତ ଗିରଫ

ଭଦ୍ରକ (କେନ୍ୟୁଜ): ସାଙ୍ଗ ବାହାଘର ଭୋଜିରୁ ଫେରିବା ବେଳେ ପିଟିପିଟି ହତ୍ୟା ଘଟଣାରେ ଅଭିଯୁକ୍ତ ଗିରଫ । ଭୋଜିରେ ମାଂସ ଖାଇବା ଓ ପୂର୍ବ ଶତ୍ରୁତାକୁ ନେଇ ହତ୍ୟା ହୋଇଥିବା ନେଇ ପୋଲିସ ସ୍ପଷ୍ଟ କରିଛି । ସୂଚନା ଅନୁଯାୟୀ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ବିଜେଗଙ୍ଗାଧରପୁର ଅଞ୍ଚଳରେ…