ତିଗିରିଆ ନୂଆପାଟଣାରେ ମହିଳାଙ୍କୁ ଏସିଡ୍ ମାଡ଼, ଗୁରୁତର ଅବସ୍ଥାରେ କଟକ ଏସସିବିରେ ଭର୍ତ୍ତି
କଟକ(କେନ୍ୟୁଜ୍): ତିଗିରିଆ ନୂଆପାଟଣାରେ ମହିଳାଙ୍କୁ ଏସିଡ ମାଡ଼। ମହିଳାଙ୍କୁ ଉଦ୍ଧାର କରି ତିଗିରିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିବାବେଳେ, ଅବସ୍ଥା ଗୁରୁତର ଥିବାରୁ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମହିଳାଙ୍କ ନାମ ରିନା…