କାର୍ରେ ଚୋରା ଚାଲାଣ ବେଳେ ୧୩ଲକ୍ଷ ଟଙ୍କାର ଅଫିମ ଜବତ, ୫ ଅଭିଯୁକ୍ତ ଗିରଫ
ଘଟଗାଁ (କେନ୍ୟୁଜ): କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ପୋଲିସ ଚୋରା ଅଫିମ ନେଇ ଆସୁଥିବା ଏକ କାରକୁ କାଳିଆଡୁମା ଗ୍ରାମ ନିକଟରୁ ଧରିବା ସହ ୫ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ମୟୁରଭଞ୍ଜ ଜିଲ୍ଲା ରରୁଆଁର ଜନ ହାସା,ଝାରଖଣ୍ଡର ଜାଗାଇ ସାଲୁକାଟ,ସାନି ମୁଣ୍ଡା,ଅଟୱା ମୁଣ୍ଡା ଏବଂ…