Browsing Tag

Agricultural loans

ଏଣିକି ଚାଷୀଙ୍କୁ ବିନା ସୁଧରେ ଲକ୍ଷେ ଟଙ୍କା ଋଣ, କୃଷକମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବାକୁ ଐତିହାସିକ ନିଷ୍ପତ୍ତି

ଭୁବନେଶ୍ୱର (କେନ୍ୟୁଜ): ବିନା ସୁଧରେ ଲକ୍ଷେ ଟଙ୍କା ଯାଏ ମିଳିବ କୃଷି ଋଣ । କୃଷକମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ପାଇଁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ଖରିଫ ଓ ରବି ଋତୁ ନିମନ୍ତେ ଚାଷୀମାନଙ୍କୁ ବିନା ସୁଧରେ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ…