Browsing Tag

all party meeting

ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ, ଜୁଲାଇ ୨ରୁ ବଜେଟ୍‌ ଅଧିବେଶନ

ଭୁବନେଶ୍ୱର(କେନ୍ୟୁଜ): ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ। ଜୁଲାଇ ୨ରୁ ଆରମ୍ଭ ହେଉଛି ବଜେଟ୍‌ ଅଧିବେଶନ। ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ବଜେଟ୍‌ ଉପସ୍ଥାପନ କରିବେ। ଏହି ଅଧିବେଶନ କିଭଳି ସୁରୁଖୁରରେ ଚାଲିବ ସେଥିପାଇଁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି।…