Browsing Tag

amareshwari biswasanti mahajangya

 ଉତରଶାସନ ଗ୍ରାମରେ ବିଷୁବ ସଂକ୍ରାନ୍ତି ଠାରୁ ଆରମ୍ଭ ହୋଇଛି ଅମରେଶ୍ୱରୀ ବିଶ୍ୱଶାନ୍ତି ମହାଯଜ୍ଞ

ଯାଜପୁର( କେନ୍ୟୁଜ ) : ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଜାରକା ପଂଚାୟତ ଉତରଶାସନ ଗ୍ରାମରେ ବିଷୁବ ସଂକ୍ରାନ୍ତିଠାରୁ ଆରମ୍ଭ ହୋଇଛି ମା’ ଅମରେଶ୍ୱରୀଙ୍କ ବିଶ୍ୱଶାନ୍ତି ମହାଯଜ୍ଞ । ପ୍ରଥମ ଦିନରେ ମା’ଙ୍କ ଯଥାବିଧି ପୂଜାର୍ଚ୍ଚନା, ଅଙ୍କୁରାରୋପଣ, କଳସଯାତ୍ରା, ସୂର୍ଯ୍ୟପୂଜା, ଗୋପୂଜା,…