Browsing Tag

amit saha

ପ୍ରଜାତନ୍ତ୍ର ୭୫ତମ ପୂର୍ତ୍ତି ଉତ୍ସବ: ମୁଖ୍ୟମନ୍ତ୍ରୀ କହିଲେ ଗଣମାଧ୍ୟମ କୌଣସି ପ୍ରକାର ଭୟ ନରଖି ନିଜ କାର୍ଯ୍ୟ…

କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶାର ପୁରାତନ ଖବରକାଗଜ ପ୍ରଜାତନ୍ତ୍ର ୭୫ତମ ପୂର୍ତ୍ତି ଉତ୍ସବ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଉଦଘାଟକ ଭାବେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ଯୋଗ ଦେଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ…

କାଲି ରାତି ୧୦ଟାରେ ଭୁବନେଶ୍ୱର ପହଞ୍ଚିବେ ଗୃହମନ୍ତ୍ରୀ ଅମିତ ଶାହ, ୮ ତାରିଖ ସକାଳେ ଲିଙ୍ଗରାଜ ମହାପ୍ରଭୁଙ୍କୁ କରିବେ…

କେନ୍ୟୁଜ୍(ବ୍ୟୁରୋ):ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଦିନିକିଆ ଓଡ଼ିଶା ଗସ୍ତରେ ଆସି ଆସନ୍ତାକାଲି ରାତି ୧୦ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ୮ତାରିଖ ସକାଳେ ଲିଙ୍ଗରାଜ ମନ୍ଦିରରରେ ଦର୍ଶନ କରିବେ ବୋଲି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।…