ଅନୁଗୋଳରେ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜା: ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅନୁଗୁଳ(କେନ୍ୟୁଜ୍): ଅନୁଗୋଳ ଜିଲ୍ଲା ତାଳଚେର ଅନ୍ତର୍ଗତ ଜଗନ୍ନାଥ ଏରିଆ ଓ ସୁଭଦ୍ରା ଏରିଆ ପାଇଁ ଦୁଇଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜା ହୋଇଛି । କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଭୂମିପୂଜା କରିଛନ୍ତି । ଏଥିସହ…