Asia Cup ପାଇଁ ଟିମ୍ ଇଣ୍ଡିଆ ଘୋଷଣା କଲା ବିସିସିଆଇ, ପିଠିରେ ଯନ୍ତ୍ରଣା ଯୋଗୁଁ ବାଦ୍ ପଡିଲେ ଯଶପ୍ରୀତ ବୁମରା
ଏସିଆ କପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଛି ବିସିସିଆଇ । ୧୫ ଜଣିଆ ଟିମକୁ ଫେରିଛନ୍ତି ବିରାଟ କୋହଲି ଓ କେଏଲ ରାହୁଲ । ହେଲେ ଟିମରୁ ବାଦ ପଡିଛନ୍ତି ଭାରତୀୟ ଷ୍ଟାର ପେସ ବୋଲର ଯଶପ୍ରୀତ ବୁମରା। ପିଠିରେ ଯନ୍ତ୍ରଣା ଯୋଗୁଁ ତାଙ୍କୁ ଏସିଆ କପରୁ ବିଶ୍ରାମ ଦିଆଯାଇଛି । ବୁମରା ଗତ କିଛି ମ୍ୟାଚରେ…