ଗିରଫ ହେଲେ କୋଟିପତି ସହକାରୀ ଯନ୍ତ୍ରୀ, ଢେଙ୍କାନାଳ ଓ ଭୁବନେଶ୍ବରରେ ରହିଛି ୨୮ଟି ପ୍ଲଟ୍
(କେନ୍ୟୁଜ): କୁବେର ଯନ୍ତ୍ରୀ ଗିରଫ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ସବଡିଭିଜନ ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର ଦୁଷ୍ମନ୍ତ ଦେହୁରୀ ଗିରଫ । ଏହାପରେ ତାଙ୍କୁ ଭିଜିଲାନ୍ସ ପକ୍ଷରୁ କୋର୍ଟ ଚାଲାଣ କରାଯାଇଛି । ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀ ଆୟଠାରୁ…