Browsing Tag

bey of bengal

ଆସୁଛି ଆଉ ଏକ ଲଘୁଚାପ, ଘଣ୍ଟା ପ୍ରତି ୨୫କିମି ବେଗରେ ଗତି କରିଛି

କେନ୍ୟୁଜ୍(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ। ୧୯ ଅଗଷ୍ଟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପଟେ ଗତ ୬ଘଣ୍ଟାରେ ଅବପାତଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ପାଖାପାଖି ଘଣ୍ଟା ପ୍ରତି ୨୫କିମି ବେଗରେ ଗତି କରିଛି । ଉତ୍ତର…