Browsing Tag

bhitarkanika

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ପରେ ଉଦ୍ୟାନ ଖୋଲିଥିବାରୁ ପର୍ଯ୍ୟାଟକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳିଛି । ପର୍ଯ୍ୟଟକ ମାନଙ୍କୁ ସ୍ୱାଗତ କରିବା ଓ ବୁଲିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଜାତୀୟ ଉଦ୍ୟାନକୁ ଆସିବାକୁ ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ…

ଦୀର୍ଘ ୩ ମାସ ପରେ ଆସନ୍ତାକାଲି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତାକାଲି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ପରେ ଉଦ୍ୟାନ ଖୋଲୁଥିବାରୁ ପର୍ଯ୍ୟାଟକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖିବାକୁ ମିଳିଛି । କୁମ୍ଭୀର ପ୍ରଜନନ ପାଇଁ ମେ ୧ରୁ ଜୁଲାଇ ୩୧ ଯାଏଁ ବନ୍ଦ ରହିଥିଲା ଉଦ୍ୟାନ୍‌ । ୩ ମାସ ପରେ ଉଦ୍ୟାନ ଖୋଲୁଥିବାରୁ…