ବନ୍ୟା ପାଣିରେ ବୁଲୁଛି କୁମ୍ଭୀର, ଲୋକେ ଆତଙ୍କିତ
ବୌଦ୍ଧ(କେନ୍ୟୁଜ୍): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକରେ ବନ୍ଯା ପରିସ୍ଥିତି ସୃଷ୍ଟି ହୋଇଛି । ତେବେ ଲୋକେ ବନ୍ଯା ପରିସ୍ଥିତି ମୁକାବିଲା କରୁଥିବା ବେଳେ କୁମ୍ଭୀର ଆତଙ୍କ ଲୋକଙ୍କୁ ଅଧିକ ଭୟଭୀତ କରିଛି ।
ଆଜି ମହାନଦୀ ବନ୍ଯାରେ ରାମଗଡ଼ ମହାନଦୀ କୂଳରେ ଏକ କୁମ୍ଭୀର ଯାଉଥିବାର ସ୍ଥାନୀୟ ବାସିନ୍ଦା…