Browsing Tag

bride murder

ପୁଣି ଯୌତୁକ ଜୁଇରେ ବଧୂ : ବିଭାଘରର ୩ ବର୍ଷରେ ଆଖି ବୁଜିଲେ ମହିଳା, ସ୍ବାମୀ ଗିରଫ

ନରସିଂହପୁର(କେନ୍ୟୁଜ୍): ପୁଣି ଯୌତୁକ ଜୁଇରେ ବଧୂ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା କାନପୁର ଥାନା ହରିପୁର ଗ୍ରାମରେ । ସୂଚନା ମୁତାବକ, ହରିପୁର ଗ୍ରାମର  ରବୀନ୍ଦ୍ର ବିଶ୍ଵାଳଙ୍କୁ ସେହି ଗ୍ରାମର ଅନନ୍ତ ଚରଣଙ୍କ ଝିଅ ୩ ବର୍ଷ ହେଲା ବିବାହ କରିଥିଲେ। ବିଭାଘରର କିଛି ମାସ ପରେ…

ଯୌତୁକ ପାଇଁ ଭଉଣୀକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ, ଏମିତି ଅଭିଯୋଗ ଆଣି ଥାନାର ଦ୍ବାରସ୍ଥ ହେଲା ଭାଇ

ମାହାଙ୍ଗା(କେନ୍ୟୁଜ୍‌): ପୁଣି ବଧୂ ହତ୍ୟା ଅଭିଯୋଗ। ଯୌତୁକ ପାଇଁ ଭଉଣୀଙ୍କୁ ତାର ଶାଶୁ ଘର ଲୋକେ ମାରି ଟାଙ୍ଗି ଦେଇଥିବା ନେଇ ଅଭିଯୋଗ ଆଣିଲେ ମୃତକଙ୍କ ଭାଇ । ଘଟଣା ଘଟିଛି କଟକ ଜିଲ୍ଲା ମାହାଙ୍ଗା ଥାନା କୁସୁପୁର ଅଞ୍ଚଳରେ । ଏହି ଗ୍ରାମର ରମେଶ ବେହେରା ଗତ ୪ ବର୍ଷ ତଳେ ସମସରପୁର ଗ୍ରାମର…