ପୁଣି ଯୌତୁକ ଜୁଇରେ ବଧୂ : ବିଭାଘରର ୩ ବର୍ଷରେ ଆଖି ବୁଜିଲେ ମହିଳା, ସ୍ବାମୀ ଗିରଫ
ନରସିଂହପୁର(କେନ୍ୟୁଜ୍): ପୁଣି ଯୌତୁକ ଜୁଇରେ ବଧୂ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା କାନପୁର ଥାନା ହରିପୁର ଗ୍ରାମରେ । ସୂଚନା ମୁତାବକ, ହରିପୁର ଗ୍ରାମର ରବୀନ୍ଦ୍ର ବିଶ୍ଵାଳଙ୍କୁ ସେହି ଗ୍ରାମର ଅନନ୍ତ ଚରଣଙ୍କ ଝିଅ ୩ ବର୍ଷ ହେଲା ବିବାହ କରିଥିଲେ। ବିଭାଘରର କିଛି ମାସ ପରେ…