Browsing Tag

brothers

ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ଉଭୟ ଭାଇ ଭଉଣୀଙ୍କ ଜୀବନ

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବାରବାଟୀ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏଥିରେ ଭାଇ ଓ ଭଉଣୀ ଦୁହିଁଙ୍କର ମୃତ୍ୟୁ ଘଟିଛି । ସୂଚନା ମୁତାବକ କୁଆଖିଆ ଥାନା ପ୍ରଥମାଖଣ୍ଡ ପଂଚାୟତ ଦମୋଦରପୁର ଗ୍ରାମର ପ୍ରତାପ ଲେଙ୍କାଙ୍କ ପୁଅ ରଂଜିତ (୨୩) ଓ ଆଶିଷ…