ପୁରୀରେ ଧଳାଜହର ର୍ୟାକେଟର ପର୍ଦ୍ଦାଫାସ୍: ମଙ୍ଗଳାଘାଟ ଛକରୁ ୩ କୋଟି ଟଙ୍କାର ବ୍ରାଉନସୁଗର ଜବତ
ପୁରୀ(କେନ୍ୟୁଜ୍): ପୁରୀରେ ଧଳାଜହର ର୍ୟାକେଟର ପର୍ଦ୍ଦାଫାସ । ୩ କେଜି ୧୯୨ ଗ୍ରାମର ବ୍ରାଉନସୁଗର ଜବତ କରିଛି ପୋଲିସ । ଜବତ ବ୍ରାଉନସୁଗରର ମୂଲ୍ୟ ୩ କୋଟି ଟଙ୍କା ହେବ । ମଙ୍ଗଳାଘାଟ ଛକରୁ ବ୍ରାଉନସୁଗର ଚାଲାଣ ବେଳେ ଚଢ଼ାଉ କରି ଜବତ କରିଛି ବାସେଳିସାହି ଓ ସ୍ୱତନ୍ତ୍ର ଟାସ୍କ ଫୋର୍ସ ପୋଲିସ…