Browsing Tag

Bus falls bridge

ବ୍ରିଜ୍‌ରୁ ନଦୀକୁ ଖସିଲା ବସ୍‌, ୬ ମୃତ, ୪୦ ଗୁରୁତର

ନୂଆଦିଲ୍ଲୀ : ଝାଡ଼ଖଣ୍ଡର ହଜାରିବାଗରେ ଭୀଷଣ ବସ୍ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ପ୍ରାୟ ୫୦ ଯାତ୍ରୀଙ୍କୁ ଧରି ଆଜି ଗିରିଡିହ ଜିଲ୍ଲାରୁ ରାଞ୍ଚି ଅଭିମୁଖେ ଯାତ୍ରା କରୁଥିବା ଏକ ବସ୍‌ ତାତିଝରିଆ ଥାନା…