Browsing Tag

bypolls

ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା, ଅଳକା ମହାନ୍ତିଙ୍କୁ ମନୋନୟନ କରିଛି ଦଳ

ବ୍ରଜରାଜନଗ (କେନ୍ୟୁଜ):ବ୍ରଜରାଜନଗର ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କରିଛି ଦଳ। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଉପରେ ମୋହର ମାରିଛନ୍ତି। ସ୍ୱର୍ଗତ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି। ସ୍ୱାମୀଙ୍କ ଅଧୁରା…