ଚାଣକ୍ୟ ନୀତି : ଦାମ୍ପତ୍ୟ ଜୀବନରେ ବିଷ ଭରିବାର କାମ କରିଥାଏ ଏହି କଥା
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ ସଫଳ ଜୀବନ ପାଇଁ କେତେକ ନୀତି କହିଛନ୍ତି । ଏହି ନୀତି ଗୁଡିକ ଭିତରୁ କେତେ ନୀତି ଵା ବିଚାର ଆପଣଙ୍କୁ କଠୋର ଲାଗିପାରେ କିନ୍ତୁ ଏହି କଠୋରତା ହିଁ ଜୀବନର ସତ୍ୟ ଅଟେ । ବ୍ୟସ୍ତ ବହୁଳ ଜୀବନରେ ଆପଣ ଏହି ବିଚାରଗୁଡିକୁ ଅଣଦେଖା କରିଦେଇ ପାରନ୍ତି କିନ୍ତୁ ଏହା…