ଆଜି ହାଇଲେଭଲ କ୍ଲିଅରାନ୍ସ ଅଥରିଟି ବୈଠକ, ବହୁ ପ୍ରକଳ୍ପକୁ ମଞ୍ଜୁରୀ ମିଳିବା ସମ୍ଭାବନା
ଭୁବନେଶ୍ବର(କେନ୍ୟୁଜ୍): ଆଜି ହାଇଲେଭଲ କ୍ଲିଅରାନ୍ସ ଅଥରିଟି ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବହୁ ପ୍ରକଳ୍ପକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି । ପ୍ରାୟ ୨ ଲକ୍ଷ କୋଟି ଟଙ୍କାର ନିବେଶକୁ ଗ୍ରୀନ୍ ସିଗନାଲ୍ ମିଳିପାରେ । ଏଥିରେ ରହିଛି ଆଇଓସିଏଲ୍ର…