Browsing Tag

cloudy climate

ହନ୍ତସନ୍ତ କରୁଛି ଅଦିନିଆ ବର୍ଷା ସାଙ୍ଗକୁ ଶୀତ, ଜନଜୀବନ ହେଉଛି ଅସ୍ତବ୍ୟସ୍ତ

କୋହଲା ପାଗ ସାଙ୍ଗକୁ ଝିପଝିପ ବର୍ଷା । ପୁଣି ଫେରିଲା ଶୀତ । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପଝିପ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଅନ୍ୟ ସ୍ଥାନରେ…