Browsing Tag

cm

ଆଜି ଚେନ୍ନାଇରେ ମେକ୍‌ ଇନ୍‌ ଓଡ଼ିଶା ରୋଡ୍‌ ସୋ, ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଚେନ୍ନାଇ(କେନ୍ଯୁଜ୍) : ଆଜି ଚେନ୍ନାଇରେ ମେକ୍‌ ଇନ୍‌ ଓଡ଼ିଶା ରୋଡ୍‌ ସୋ । ଏଥିରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ଭାରତରେ ମାନୁଫାକ୍‌ଚରିଂ ହବ୍‌ ଭାବେ ଉଭା ହେଉଛି ଓଡ଼ିଶା । ପୁଞ୍ଜିନିବେଶ ପାଇଁ ପାଲଟିଛି ଆକର୍ଷଣୀୟ ସ୍ଥାନ । ଆଗକୁ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ଥିବାରୁ…