Browsing Tag

cm delhi visit

ବ୍ୟାଙ୍କରୁ ଟଙ୍କା ନେଇ ଫେରୁଥିବା ଗ୍ରାହକଙ୍କଠାରୁ ଲୁଟ୍‌ ଉଦ୍ୟମ ପଣ୍ଡ, ଚୋରକୁ ନିର୍ଦ୍ଧୁମ୍ ଛେଚିଲେ ଲୋକ

କନ୍ଧମାଳ(କେନ୍ୟୁଜ୍): ବ୍ୟାଙ୍କରୁ ଟଙ୍କା ନେଇ ଫେରୁଥିବା ଗ୍ରାହକଙ୍କଠାରୁ ଲୁଟ୍‌ ଉଦ୍ୟମ ପଣ୍ଡ। ଲୁଟ୍‌ କରିବାକୁ ଆସିଥିବା ଲୁଟେରା ଗ୍ରାମବାସୀଙ୍କ ଦ୍ୱାରା କାବୁ ହୋଇ ହଟାହଟା। ଚୋରକୁ ନିର୍ଧୁମ୍‌ ଛେଚିଲେ ଲୋକ। କନ୍ଧମାଳ ଜିଲ୍ଲା ସାରଙ୍ଗଗଡ଼ ଥାନା ଗୁଟିଙ୍ଗିଆ ଗାଁରେ ଏହି ଘଟଣା ଘଟିଛି।…

ଚାରି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଆସନ୍ତାକାଲି ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଦେବେ ଯୋଗ

ଭୁବନେଶ୍ବର (କେନ୍ୟୁଜ୍) : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ହେବାକୁ ଥିବା ମାଓ ମୁକାବିଲା ବୈଠକରେ ଯୋଗଦେବେ । ଗୃହମନ୍ତ୍ରୀ ଅମିତ ଶାହ ମାଓ ପ୍ରଭାବିତ ୧୧ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଡାକିଛନ୍ତି…