Browsing Tag

cm naveen patnaik

ଆସନ୍ତା ୧୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ଲୋକାର୍ପିତ କରିବେ ୨ଟି ବୃହତ ଜଳସେଚନ ପ୍ରକଳ୍ପ

ଭୁବନେଶ୍ୱର(କେନ୍ୟୁଜ୍): ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମୟୂରଭଞ୍ଜ ଗସ୍ତ । ଲୋକାର୍ପିତ କରିବେ ୨ଟି ବୃହତ ଜଳସେଚନ ପ୍ରକଳ୍ପ । ରାସଗୋବିନ୍ଦପୁରଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପକୁ ଲୋକାର୍ପିତ କାର୍ଯ୍ୟକ୍ରମ ରହିଥିବା ବେଳେ କରିଆଠାରେ ଦେଓ ଜଳସେଚନ ପ୍ରକଳ୍ପକୁ…

ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଜାଦୀ କା ଅମୃତ ମହୋତ୍ସବର ଜାତୀୟ କମିଟି ବୈଠକରେ ଦେବେ…

ଭୁବନେଶ୍ୱର(କେନ୍ୟୁଜ୍): ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ସାଢ଼େ ୧୦ଟାରେ ବିମାନ ଯୋଗେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୨ଟା ୩୦ରେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବେ । ଅପରାହ୍ନ ୪ଟା ୨୫ରେ ରାଷ୍ଟ୍ରପତି ଭବନର କଲଚରାଲ୍‌ ସେଣ୍ଟର ଯିବେ ମୁଖ୍ୟମନ୍ତ୍ରୀ ।…

ଶିକ୍ଷା ରୂପାନ୍ତରଣରେ ଯୋଡିହେବ ଆଉ ଏକ ଫର୍ଦ୍ଦ: ୬ହଜାର ୮୯୧ ଶିକ୍ଷକଙ୍କ ନିଯୁକ୍ତି ଆଜି, ଗୁରୁମନ୍ତ୍ର ଦେବେ…

ଭୁବନେଶ୍ୱର(କେନ୍ୟୁଜ୍): ଶିକ୍ଷା ରୂପାନ୍ତରଣରେ ଯୋଡିହେବ ଆଉ ଏକ ଫର୍ଦ୍ଦ। ବିଭିନ୍ନ ମାଧ୍ୟମିକ ସ୍କୁଲରେ ନବ ନିଯୁକ୍ତ ହିନ୍ଦୀ, ସଂସ୍କୃତ, ପିଇଟି, ଟିଜିଟି ଓ ତେଲୁଗୁ ଶିକ୍ଷକଙ୍କ ଓରିଏଣ୍ଟେସନ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ନୂତନ ଭାବେ ନିଯୁକ୍ତି ପାଇଥିବା ୬ହଜାର ୮୯୧ଜଣ ଶିକ୍ଷକ…

ଆସନ୍ତା ଅଗଷ୍ଟ ୫ରେ ପୁଣି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍): ଆସନ୍ତା ଅଗଷ୍ଟ ୫ରେ ପୁଣି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହା ବିଶେଷ ସୂତ୍ରରୁ ଖବର ମିଳିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଓ ନୀତି ଆୟୋଗର ୭ମ ପରିଚାଳନା ପରିଷଦ ବୈଠକରେ ଯୋଗଦେବାର…

ଖବର କାଗଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲେଖା, ଶୀର୍ଷକରେ ରହିଛି ‘ଏ ମାଟିର କନ୍ୟା’

ଭୁବନେଶ୍ୱର (କେନ୍ୟୁଜ): ଖବର କାଗଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲେଖା । ଏହି ଲେଖାର ଶୀର୍ଷକ ରହିଛି ‘ଏ ମାଟିର କନ୍ୟା’ । ୨୫ ତାରିଖରେ ସଂସଦ ଭବନରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ନେଉଥିବା ମୁହୂର୍ତ୍ତକୁ ତାଙ୍କ ଲେଖାରେ ଉଲ୍ଲେଖ କରିଛନ୍ତି । ଓଡ଼ିଶା ମାଟିର କନ୍ୟା। ଜଣେ…

ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ, ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ…

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ଦିଲ୍ଲୀ ଗସ୍ତ। ୨୫ ତାରିଖରେ ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଫୋନ୍‌ କରି ଦ୍ରୌପଦୀଙ୍କୁ ଓଡିଶାବାସୀଙ୍କ ପକ୍ଷରୁ ନିଜର ଶୁଭେଛା ଜ୍ଞାପନ କରିଥିଲେ।…

ନୂଆ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(କେନ୍ୟୁଜ୍):  ଭାରତର ନୂଆ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ। ୨୫ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଦିଲ୍ଲୀ ଗସ୍ତ କରିବେ…

ସଂକ୍ରମଣରୁ ନିଜକୁ ଓ ଅନ୍ୟକୁ ସୁରକ୍ଷିତ ରଖିବାକୁ ଆହ୍ଵାନ ଦେଲେ ମୁଖ୍ୟମନ୍ତ୍ରୀ,କହିଲେ ମାସ୍କ ପିନ୍ଧନ୍ତୁ ଓ ସୁରକ୍ଷିତ…

ଭୁବନେଶ୍ୱର (କେନ୍ୟୁଜ): ସଂକ୍ରମଣରୁ ନିଜକୁ ଓ ଅନ୍ୟକୁ ସୁରକ୍ଷିତ ରଖିବାକୁ ଆହ୍ଵାନ ଦେଲେ ମୁଖ୍ୟମନ୍ତ୍ରୀ । ମାସ୍କ ପିନ୍ଧନ୍ତୁ ଓ ସୁରକ୍ଷିତ ରୁହନ୍ତୁ । କୋଭିଡ୍‌ ମହାମାରୀ ବିପଦ ଏଯାଏ ଟଳି ନାହିଁ । ନିଜକୁ ଓ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । କୋଭିଡ୍‌…

ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ଦ୍ରୌପଦୀ ମୁର୍ମୁ: କହିଲେ’ ରାକ୍ଷୀ ବାନ୍ଧିଥିଲି, ମାଗିବା ପୂର୍ବରୁ…

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶାରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସମର୍ଥନ ଲୋଡ଼ି ଓଡ଼ିଶା ଆସିଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ବିଧାୟକ ଓ ସାଂସଦଙ୍କୁ ଭେଟିଛନ୍ତି। ବିଧାନସଭା ସମ୍ମିଳନୀ କକ୍ଷରେ ଆୟୋଜିତ…

ଚଳିତ ବର୍ଷ ସୁଲଭ ମୂଲ୍ଯରେ ୫ କୋଟି ମୂଲ୍ଯର ଚାରା ଯୋଗାଇଦେବେ ରାଜ୍ୟ ସରକାର

ଭୁବନେଶ୍ୱର (କେନ୍ୟୁଜ୍): ଭୁବନେଶ୍ୱର ବରମୁଣ୍ଡା ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଛି ୭୩ ତମ ରାଜ୍ୟ ସ୍ତରୀୟ ବନ ମହୋତ୍ସବ। ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏହି ରାଜ୍ୟସ୍ତରୀୟ ବନ ମହୋତ୍ସବ ପାଳନ ହୋଇଛି । ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଭର୍ଚୁଆଲ ମାଧ୍ଯମରେ ଯୋଗ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅରବିନ୍ଦ ପାନଗେରିିଆଙ୍କ ପ୍ରଶଂସା

ଭୁବନେଶ୍ୱର(କେନ୍ୟୁଜ୍):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ତଥା କଲୋମ୍ବିଆ ବିଶ୍ୱ ବିଦ୍ୟାଳୟର ଅର୍ଥନୀତି ବିଭାଗର ପ୍ରଫେସର ଅରବିନ୍ଦ ପାନଗେରିିଆଙ୍କ ପ୍ରଶଂସା । ‘ଲେସନ୍‌ ଫ୍ରମ ନବୀନ ବାବୁ’ ପ୍ରବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକୁ ସେ ପ୍ରଶଂସା…

ମୁଖ୍ୟମନ୍ତ୍ରୀଙ୍କ ଫ୍ଯାନ୍ ଖଗେଶ୍ବରଙ୍କୁ ନିଜ ଜନ୍ମଦିନରେ ବାଇକ୍ ଉପହାର ଦେଲେ ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର(କେନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫ୍ଯାନକୁ ମୋଟର ସାଇକେଲ ଉପହାର । ଉପହାର ଦେଇଛନ୍ତି ବିଜେଡି ରାଜ୍ୟ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ । ନବୀନ ପଟ୍ଟନାୟକଙ୍କୁ ନିସ୍ବାର୍ଥପର ଭାବେ ପ୍ରାଣଭରି ଭଲ ପାଉଥିବାରୁ ଉପହାର ଦେଇଛନ୍ତି ପ୍ରଣବ ପ୍ରକାଶ ଦାଶ । ପ୍ରଣବ…