ନୂଆପଡ଼ାରେ ୨୩୭ କୋଟି ୩୫ ଲକ୍ଷ ଟଙ୍କାର ୩୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା(କେନ୍ୟୁଜ୍) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ୨୩୭ କୋଟି ୩୫ ଲକ୍ଷ ଟଙ୍କାର ୩୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି । ନବ ନିର୍ମିତ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ସାଇପଲା-ନୂଆପଡା ବିଜୁ ଏକ୍ସପ୍ରେସ ୱେ ଏବଂ ରାଜ୍ୟ ରାଜପଥ -୩…