Browsing Tag

cm naveen pattnaik

ଏଥର ବି ରାକ୍ଷୀରେ ନବୀନ ନିବାସ ବନ୍ଦ, ଶୁଭେଚ୍ଛୁମାନେ ନଆସିବା ପାଇଁ ମୁଖ୍ୟମନ୍ତ୍ରୀ କଲେ ଅପିଲ୍

କେନ୍ୟୁଜ୍(ବ୍ୟୁରୋ): ରାକ୍ଷୀ ପୁର୍ଣିମା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କୋଭିଡକୁ ଦୃଷ୍ଟିରେ ରଖି ଗହଳି ନକରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହିତ, ଆଗାମୀ କାଲି ରକ୍ଷା ବନ୍ଧନ…

ପ୍ରଜାତନ୍ତ୍ର ୭୫ତମ ପୂର୍ତ୍ତି ଉତ୍ସବ: ମୁଖ୍ୟମନ୍ତ୍ରୀ କହିଲେ ଗଣମାଧ୍ୟମ କୌଣସି ପ୍ରକାର ଭୟ ନରଖି ନିଜ କାର୍ଯ୍ୟ…

କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶାର ପୁରାତନ ଖବରକାଗଜ ପ୍ରଜାତନ୍ତ୍ର ୭୫ତମ ପୂର୍ତ୍ତି ଉତ୍ସବ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଉଦଘାଟକ ଭାବେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ଯୋଗ ଦେଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ…

କ୍ଷୁଦ୍ର ଗଳ୍ପ ସଂକଳନ ‘ଶେଷ ଚିଠି’ ଓ ଆଧ୍ୟାତ୍ମିକଧର୍ମୀ ପୁସ୍ତକ ‘ଭାଗବତ କଥାମୃତ’ ଦୁଇଟି ପୁସ୍ତକ ଉନ୍ମୋଚନ କଲେ…

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ଶେଷ ଚିଠି ଓ ଭାଗବତ କଥାମୃତ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶ୍ରୀ ମହାନ୍ତିଙ୍କୁ ତାଙ୍କର ସାରସ୍ବତ କୃତି ପାଇଁ ଅଭିନନ୍ଦନ…

୬ରେ ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଷ୍ଟ୍ରପତି ଭବନ ବୈଠକରେ ଦେବେ ଯୋଗ

ଯାଜପୁର(କେନ୍ୟୁଜ୍): ଆସନ୍ତା ୬ ତାରିଖରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ସାଢ଼େ ୧୦ଟାରେ ବିମାନ ଯୋଗେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୨ଟା ୩୦ରେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବେ । ସେହିଦିନ ଅପରାହ୍‌ଣ ୪ଟା ୨୫ରେ ରାଷ୍ଟ୍ରପତି ଭବନର କଲଚରାଲ୍‌ ସେଣ୍ଟର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଲୋକପ୍ରିୟ ଅଭିନେତା ଆର ମାଧବନ୍‌: କଳିଙ୍ଗ ଷ୍ଟାଡିୟମ କମ୍ପ୍ଲେକ୍ସ ଓ ନିର୍ମାଣାଧୀନ…

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଲୋକପ୍ରିୟ ଅଭିନେତା ଆର୍‌. ମାଧବନ୍‌ । କଳିଙ୍ଗ ଷ୍ଟାଡିୟମ କମ୍ପ୍ଲେସ ବୁଲି ଦେଖିବା ସହ ନିର୍ମାଣାଧୀନ ଆକ୍ୱାଟିକ୍‌ ସେଣ୍ଟରକୁ ପ୍ରଶଂସା କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଜୁନିଅର୍‌ ଜାତୀୟ ସୁଇମିଂ ଚାମ୍ପିଅନ୍‌…

ପାଇକ ସ୍ମାରକୀ ନିର୍ମାଣ ପାଇଁ ଜମି ଦେବାକୁ ରାଜ୍ୟ କ୍ୟାବିନେଟ୍‌ରେ ମଞ୍ଜୁରୀ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ…

ଭୁବନେଶ୍ୱର (କେନ୍ୟୁଜ): ବରୁଣେଇରେ ପାଇକ ସ୍ମାରକୀ ପାଇଁ ଜମି ପ୍ରଦାନ କରିବେ ରାଜ୍ୟ ସରକାର । ୯ ଏକର ୬୮୫ ଡିସିମିଲ ଜମି ଦେବାକୁ କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର…

ସାନ ଭଉଣୀ ପାଇଁ ବଡ଼ ଭାଇର କର୍ତ୍ତବ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର(କେନ୍ୟୁଜ୍):  ସାଢେ ୩ ଘଣ୍ଟାର ଓଡିଶା ଗସ୍ତ ସାରି ଦିଲ୍ଲୀ ଫେରି ଯାଇଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ ବାହାରି ସେ ସିଧାସଳଖ ରାଜ୍ଯ…

କାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶେଷ ପର୍ଯ୍ୟାୟରେ…

ପୁରୀ(କେନ୍ୟୁଜ୍): ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଜୋରସୋରରେ ଆଗେଇ ଚାଲିଥିବା ବେଳେ ଦକ୍ଷିଣ ଦ୍ୱାର ପଞ୍ଜାବୀ ମଠ ନିକଟରେ ପ୍ରକଳ୍ପର କିଛି ଅଂଶ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ନିର୍ମାଣ କାର୍ଯ୍ୟକୁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲି…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନିର୍ବାଚନ ପାଇଁ ଜଣାଇଲେ…

କେନ୍ୟୁଜ୍(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ତାଙ୍କର ରାଷ୍ଟ୍ରପତି ପ୍ରାର୍ଥିତ୍ୱ ଓଡ଼ିଶା ବାସୀଙ୍କ ପାଇଁ ଗର୍ବର ମୂହୁର୍ତ୍ତ ବୋଲି…

ରୋମ୍‌ ଛାଡି ଦୁବାଇ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆସନ୍ତା ୨୯ରେ ରହିଛି ଓଡ଼ିଶା ଇନ୍‌ଭେଷ୍ଟର୍ସ…

କେନ୍ୟୁଜ୍(ବ୍ୟୁରୋ): ରୋମ ଛାଡିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଟାଲିରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ଡ. ନୀନା ମାଲହୋତ୍ରା ତାଙ୍କୁ ରୋମ୍‌ ଏୟାରପୋର୍ଟରେ ବିଦାୟ ଜଣାଇଥିଲେ । ନୀବନ ଏବେ ଦୁବାଇ ଗସ୍ତରେ ଯାଉଛନ୍ତି । ବିଶ୍ୱରେ ଦୁବାଇ ନିବେଶକାରୀଙ୍କ ଏକ ପ୍ରମୁଖ କେନ୍ଦ୍ରସ୍ଥଳୀ।…

ଭାଟିକାନ୍‌ ସିଟିରେ ପୋପ୍‌ଙ୍କୁ ଭେଟି ଓଡ଼ିଶାର ପଟ୍ଟଚିତ୍ର ଉପହାର ଦେଲେ ନବୀନ,ଭେଟଘାଟକୁ ନେଇ ଖୁସିବ୍ୟକ୍ତ କଲେ…

କେନ୍ୟୁଜ୍(ବ୍ୟୁରୋ):ଭାଟିକାନ ସିଟିରେ ପୋପ୍‌ ଫ୍ରାନ୍‌ସିସଙ୍କୁ ଭେଟିଲେ ନବୀନ । ପୋପ୍‌ଙ୍କୁ ଭେଟିବାରେ ନବୀନ ହେଲେ ଭାରତର କୌଣସି ରାଜ୍ୟର ପ୍ରଥମ ମୁଖ୍ୟମନ୍ତ୍ରୀ । ଭାଟିକାନ ସିଟି ବିଶ୍ୱର ସବୁଠୁ କ୍ଷୁଦ୍ର ଦେଶ । ଜନସଂଖ୍ୟା ମାତ୍ର ୧ ହଜାର । ପୋପ୍‌ ଫ୍ରାନ୍‌ସିସ ହେଲେ ଭାଟିକାନ ସିଟିର…

ରୋମ୍‌ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଭାରତୀୟ ରାଷ୍ଟ୍ରଦୂତ ନୀନା ମଲହୋତ୍ରାଙ୍କୁ ଭେଟିଲେ

କେନ୍ୟୁଜ୍(ବ୍ୟୁରୋ):ରୋମ୍‌ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଟାଲୀରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନୀନା ମଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଆଜି ସକାଳେ ଦିଲ୍ଲୀରୁ ରୋମ୍‌ ଯାତ୍ରା କରିଥିଲେ ମୁଖ୍ୟମନ୍ତ୍ରୀ । ରୋମ୍‌ରେ ୱାର୍ଲଡ ଫୁଡ୍‌ ପ୍ରୋଗ୍ରାମ…