ଜଗନ୍ନାଥଙ୍କ କାମକୁ କେହି ଅଟକାଇ ପାରିବେ ନାହିଁ: ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀରୁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡ଼ା ବର୍ତ୍ତା । ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଗନ୍ନାଥଙ୍କ କାମକୁ କେହି ଅଟକାଇ ପାରିବେ ନାହିଁ । ପ୍ରଭୁଙ୍କ ପାଇଁ ହେଉଥିବା ଭଲ କାମକୁ କେହି ଅଟକାଇ ପାରିବେ ନାହିଁ । ପ୍ରସ୍ତାବିତ ବାଇ-ଲ ତୁରନ୍ତ ପ୍ରତ୍ୟାହାର କରାଯାଉ ।…