Browsing Tag

coal truck

କୋଇଲା ବୋଝେଇ ଟ୍ରକରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତି ଗଲେ ଡ୍ରାଇଭର ଓ ହେଲପର

ଯାଜପୁର (କେନ୍ୟୁଜ): କୋଇଲା ବୋଝେଇ ଟ୍ରକରେ ଲାଗିଲା ନିଆଁ। ଗତକାଲି ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲା ୫୩ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ-ଡୁବୁରୀ ଜାତୀୟ ରାଜପଥର ମହିଶରା ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା। ଏକ କୋଇଲା ବୋଝେଇ ଟ୍ରକ ଏହି ଜାତୀୟ ରାଜପଥ ଦେଇ ଯାଉଥିବା ସମୟରେ ହଠାତ ନିଆଁ…