Browsing Tag

coastal

ଜଳପଥରୁ ଭାରତକୁ ଆତଙ୍କବାଦୀ ଆକ୍ରମଣ ଯୋଜନା, ଗୁଇନ୍ଦା ସୂଚନା ପରେ ଭାରତୀୟ ନୌସେନା ସଜାଗ

ଜଳପଥରେ ସମ୍ଭାବ୍ୟ ଆକ୍ରମଣ ଆଶଙ୍କା। ସମୁଦ୍ର ପଥ ଦେଇ ଭାରତକୁ ପଶିବାକୁ ଚେଷ୍ଟା କରୁଛନ୍ତି ଆତଙ୍କବାଦୀ । ଏନେଇ ସୂଚନା ଦେଇଛନ୍ତି ଭାରତୀୟ ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂହ । ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ ଏ ମହମ୍ମଦ ଆତଙ୍କବାଦୀ ଗତିବିଧି ବୃଦ୍ଧି ପାଇଥିବା ଭାରତୀୟ ଗୁଇନ୍ଦା…