ପୁଣି ଲେଉଟିବ ଜାଡ: ଆଜି ଓ ଆସନ୍ତାକାଲି ପାଇଁ ୧୮ ଜିଲ୍ଲାରେ ଦେଖା ଦେବ ଘନ କୁହୁଡି
ଭୁବନେଶ୍ବର(କେନ୍ଯୁଜ୍): ପୁଣି ଲେଉଟିବ ଜାଡ। ଆସନ୍ତା ୪ରୁ ୫ଦିନ ମଧ୍ୟରେ ରାଜ୍ୟରେ କମିବ ତାପମାତ୍ରା। ବିଶେଷ କରି ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ରାଜ୍ୟକୁ ପୁଣି ଶୀତ ଫେରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆଜି ଓ ଆସନ୍ତାକାଲି ପାଇଁ ୧୮ ଜିଲ୍ଲାରେ ଘନ…