ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ଜିରୋ ଟଲରେନ୍ସ:ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।…