ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା, ୨୬ ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି ଟଙ୍କା
କେନ୍ୟୁଜ୍(ବ୍ୟୁରୋ): ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…