Browsing Tag

contentment zone

କୋରୋନା ଚିହ୍ନଟ ପରେ ଯାଜପୁରର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ଜିଲ୍ଲାପ୍ରଶାସନ

ଯାଜପୁର ଟାଉନ: ଆଜି ଯାଜପୁର ପୌରପାଳିକାର ୮ ନଂ ୱାର୍ଡ ଅଂଚଳରୁ ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେହି ଅଂଚଳକୁ କଂଟେନମେଂଟ ଅଂଚଳ ଭାବେ ଘୋଷଣା କରିଛି ଜିଲାପ୍ରଶାସନ । ୱାର୍ଡ ନଂ ୧, ୮ ଏବଂ ୯ ର ଆଶିଂକ ଅଂଚଳ ଏହି କଂଟେନମେଂଟ ଜୋନ ଅଧିନରେ ରହିବ । ଏହି ଅଂଚଳର ସମସ୍ତ ପ୍ରବେଶ ଓ…