Browsing Tag

dilip satpathy

ପରଲୋକରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀ

ଭୁବନେଶ୍ବର(କେନ୍ୟୁଜ୍): ପରଲୋକରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଦିଲ୍ଲୀପ ଶତପଥୀଙ୍କ ଦେହାନ୍ତ ହୋଇଛି । ସଂଧ୍ୟାରେ ତାଙ୍କ ଦେହ ଅସୁସ୍ଥ ହୋଇପଡିବାରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର…