Browsing Tag

district adminstration

ଜିଲ୍ଲା ପ୍ରଶାସନର ସୂଚନା ମାତ୍ରେ ଲୋକମାନେ ଘର ଛାଡ଼ି ବାତ୍ୟା ଆଶ୍ରୟସ୍ଥଳୀକୁ ପଳାଇ ଆସିବା ପାଇଁ SRCଙ୍କ ଅନୁରୋଧ

କେନ୍ୟୁଜ୍(ବ୍ୟୁରୋ):  ୨୬ରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ୟସ । ଉତ୍ତର ଓଡ଼ିଶା ସୁନ୍ଦରବନରେ ୨୬ ତାରିଖରେ ଏହା ଲ୍ୟାଣ୍ଡଫଲ କରିବ ବୋଲି କହିଛନ୍ତି ଏସଆରସି ପ୍ରଦୀପ ଜେନା । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇଥିବା ବେଳେ…