Browsing Tag

dola gobind pradhan

ପୂର୍ବତନ ମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ

ଭୁବନେଶ୍ୱର (କେନ୍ୟୁଜ୍) : ପୂର୍ବତନ ମନ୍ତ୍ରୀ ତଥା ସ୍ୱାଧୀନତା ସଂଗ୍ରାମୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ । ୮୯ ବର୍ଷ ବୟସରେ ଭୁବନେଶ୍ୱରରେ ତାଙ୍କର ନିଧନ ହୋଇଛି । ୨ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଦୋଳଗୋବିନ୍ଦ । ଅଷ୍ଟମ ଓ ନବମ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୮୦ରୁ ୧୯୯୦…