Browsing Tag

droupadi murmu

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଚିବ ହେଲେ ଆଇଏଏସ ରାଜେଶ ବର୍ମା

କେନ୍ୟୁଜ୍(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଚିବ ଭାବେ ନିଯୁକ୍ତ ହେଲେ ରାଜେଶ ବର୍ମା । ତାଙ୍କ ନାଁକୁ କେନ୍ଦ୍ର କ୍ୟାବିନେଟ୍‌ର ଆପଏଣ୍ଟମେଣ୍ଟସ୍‌ କମିଟି ମୋହର ମାରିଛି । ୧୯୮୭ ବ୍ୟାଚ୍‌ ଓଡ଼ିଶା କ୍ୟାଡରର ବରିଷ୍ଠ IAS ଅଫିସର ରାଜେଶ ବର୍ମାଙ୍କୁ ରାଷ୍ଟ୍ରପତିଙ୍କ ସଚିବ ଭାବେ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ: ଆମ ଦେଶର ଝିଅମାନେ ହିଁ ଦେଶ ପାଇଁ ଆଶା

କେନ୍ୟୁଜ୍(ବ୍ୟୁରୋ):  ୨୦୪୭ ସୁଦ୍ଧା ଆମର ସ୍ୱାଧୀନତା ସଂଗ୍ରାମୀ ଦେଖିଥିବା ସ୍ୱପ୍ନ ପୂରଣ ହେବ। ୭୬ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦେଶକୁ ସମ୍ବୋଧନ ଦେଇ ଏହା କହିଛନ୍ତି। ସ୍ୱାଧୀନ ଦେଶ ଭାବେ ଭାରତ ୭୫ ବର୍ଷ ପୂର୍ଣ୍ଣ କରିଛି। ୧୯୪୭ ମସିହାର ଏହି…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ ଓଡ଼ିଶାର ବିଧାୟକ ଓ ମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ବିଧାୟକଙ୍କ ଟିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶାର ବିଧାୟକ ଓ ମନ୍ତ୍ରୀ । ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦ ଅଳଙ୍କୃତ କରିଥିବାରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛି ଟିମ୍‌…

ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ

କେନ୍ୟୁଜ୍(ବ୍ୟୁରୋ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ଓଡ଼ିଶାର ୨୬ ବିଧାୟକ ଯିବେ ଦିଲ୍ଲୀ। ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଓଡ଼ିଶା ବିଧାନସଭା ପକ୍ଷରୁ ଜଣାଇବେ…

ପାର୍ଲାମେଣ୍ଟରୁ ବିଧାନସଭା ସବୁଠି ଅଧିରଙ୍କ ମନ୍ତବ୍ୟକୁ ନେଇ ରାଜନୈତିକ ଝଡ଼, ସେ କ୍ଷମା ମାଗି ସାରିଛନ୍ତି ବୋଲି କହିଲେ…

କେନ୍ୟୁଜ୍(ବ୍ୟୁରୋ): ରାଷ୍ଟ୍ରପତିଙ୍କୁ ନେଇ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀଙ୍କ ବିବାଦୀୟ ମନ୍ତବ୍ୟକୁ ତୀବ୍ର ବିରୋଧ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ ବୋଲି ମନ୍ତବ୍ୟ ଦେଇଥିଲେ ଅଧିର ରଞ୍ଜନ ଚୌଧୁରୀ । ପାର୍ଲାମେଣ୍ଟରୁ ବିଧାନସଭା ସବୁଠି ଅଧିରଙ୍କ ମନ୍ତବ୍ୟକୁ ନେଇ…

ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ: ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ସକାଳ ୧୦ଟା ୧୪ ମିନିଟରେ ପଞ୍ଚଦଶ ରାଷ୍ଟ୍ରପତି ଭାବେ ସେ ଶପଥ ନେଇଛନ୍ତି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସି ଏନଭି ରମନ୍ନା ପଦ ଓ ଗୋପାନୀୟତାର…

ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶାର ପଦ୍ମ ପୁରସ୍କାର ବିଜେତାମାନେ, ଜଣାଇଲେ ଅଭିନନ୍ଦନ

ଦିଲ୍ଲୀ (କେନ୍ୟୁଜ) : ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଗୌରବ ଜନଜାତି ଜନନେତ୍ରୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଆଜି ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଓଡ଼ିଶାର ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତିବିଶେଷ ସାକ୍ଷାତ କରି ଅଭିନନ୍ଦନ ଜଣାଇଛନ୍ତି ।…

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମିଳିଲା ବିଜୟ ପ୍ରମାଣପତ୍ର

କେନ୍ୟୁଜ୍(ବ୍ୟୁରୋ):  ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମିଳିଲା ବିଜୟ ପ୍ରମାଣପତ୍ର। ଭାରତୀୟ ନିର୍ବାଚନ କମିସନ ଦ୍ରୌପଦୀଙ୍କୁ ବିଜୟ ପ୍ରମାଣ ପତ୍ର ଜାରି କରିଛନ୍ତି। ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ନିର୍ବାଚନ କମିସନର ଅନୁପ ଚନ୍ଦ୍ର ପାଣ୍ଡେ ମିଳିତ ଭାବେ ବିଜୟ…

ଭଉଣୀକୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଦ୍ରୌପଦୀ ମୁର୍ମୁଙ୍କୁ ଯାତ୍ରା ପ୍ରକୃତରେ ପ୍ରେରଣାଦାୟୀ

କେନ୍ୟୁଜ୍(ବ୍ୟୁରୋ):   ନୂଆ ରାଷ୍ଟ୍ରପତିଙ୍କୁ ଶୁଭେଛା ଜଣାଇ ଟ୍ଵିଟ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି, ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଶାର ଝିଅ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଛା। ଦେଶର ସର୍ବୋଚ୍ଚ ପଦବୀ ପାଇଁ ସେ ନିର୍ବାଚିତ ହେବା…

ସାନ ଭଉଣୀ ପାଇଁ ବଡ଼ ଭାଇର କର୍ତ୍ତବ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର(କେନ୍ୟୁଜ୍):  ସାଢେ ୩ ଘଣ୍ଟାର ଓଡିଶା ଗସ୍ତ ସାରି ଦିଲ୍ଲୀ ଫେରି ଯାଇଛନ୍ତି ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ ବାହାରି ସେ ସିଧାସଳଖ ରାଜ୍ଯ…

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନିର୍ବାଚନ ପାଇଁ ଜଣାଇଲେ…

କେନ୍ୟୁଜ୍(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ନବୀନ । ତାଙ୍କର ରାଷ୍ଟ୍ରପତି ପ୍ରାର୍ଥିତ୍ୱ ଓଡ଼ିଶା ବାସୀଙ୍କ ପାଇଁ ଗର୍ବର ମୂହୁର୍ତ୍ତ ବୋଲି…

ରାଜ୍ୟପାଳ ଭାବେ କାର୍ଯ୍ୟକାଳ ପୁରିବା ପରେ ଜନ୍ମଭୂମିକୁ ଫେରିଲେ ଦ୍ରୌପଦୀ ମୁର୍ମୁ

ରାଇରଙ୍ଗପୁର (କେ ନ୍ୟୁଜ): ରାଜ୍ୟପାଳ ଭାବେ କାର୍ଯ୍ୟକାଳ ପୁରିବା ପରେ ଫେରିଲେ ଦ୍ରୌପଦୀ ମୁର୍ମୁ । କର୍ମଭୂମିରୁ ଜନ୍ମଭୂମିକୁ ଫେରିଲେ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ । ଏକ ସ୍ୱତନ୍ତ୍ର ହେଲିକପ୍‌ଟର ଯୋଗେ ସେ ନିଜ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ମହୁଲଡ଼ିହାକୁ ଫେରିଛନ୍ତି । ଗାଁରେ…