Browsing Tag

fog twin city

ଆଜି ଟ୍ବିନସିଟିରେ ପ୍ରବଳ କୁହୁଡି, ରାସ୍ତାଘାଟ ଦୃଶ୍ୟମାନ ହେଉନଥିବାରୁ ଯାତାୟତ ବାଧାପ୍ରାପ୍ତ

ଭୁବନେଶ୍ବର: ରାଜ୍ୟରେ ଆଜି ବି ଘନ କୁହୁଡି। ଘନ କୁହୁଡିର ଚାଦରରେ ଘୋଡେଇ ହୋଇଛି ଦୈତନଗରୀ । ୫୦ ମିଟର ଦୂରକୁ କିଛି ଦେଖାଯାଉନି । ଭୁବନେଶ୍ୱରରେ ଅଧିକ କୁହୁଡି ଦେଖିବାକୁ ମିଳିଛି । ପ୍ରବଳ କୁହୁଡି ଯୋଗୁ ରାସ୍ତାଘାଟ ଦୃଶ୍ୟମାନ ହେଉନାହିଁ । ଲୋକେ ଯିବା ଆସିବା କରିବାରେ ନାନା ଅସୁବିଧା…