Browsing Tag

food security plan

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ଅଧିକ ୫ ଲକ୍ଷ ଗରିବ ହେବେ ସାମିଲ

ଭୁବନେଶ୍ବର (କେନ୍ୟୁଜ୍) : ରାଜ୍ୟରେ କରୋନାର ମୁକାବିଲା କରିବା ନିମନ୍ତେ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ୫ ଲକ୍ଷ ଗରିବ, ଦୁସ୍ଥ ଓ ବଞ୍ଚିତ ହିତାଧିକାରୀଙ୍କୁ ସାମିଲ କରି ଖାଦ୍ୟ ନିରାପତ୍ତା ଯୋଗାଇଦେବା ନିମନ୍ତେ ସ୍ଥିର କରିଛନ୍ତି । ଏହି ହିତାଧିକାରୀମାନେ ମାସିକ କିଲୋଗ୍ରାମ…