Browsing Tag

freedom fighter dead

ସ୍ୱାଧୀନତା ସଂଗ୍ରାମୀ ତଥା ଆଇନଜୀବୀ ବିପିନ ବିହାରୀ ରଥଙ୍କ ପରଲୋକ, ୯୦ ବର୍ଷ ବୟସରେ କଲେ ଶେଷ ନିଶ୍ୱାସ ତ୍ୟାଗ

କେନ୍ୟୁଜ୍(ବ୍ୟୁରୋ): ସ୍ୱାଧୀନତା ସଂଗ୍ରାମୀ ତଥା ଆଇନଜୀବୀ ବିପିନ ବିହାରୀ ରଥଙ୍କ ପରଲୋକ। ୯୦ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଜନିତ ରୋଗରେ ସେ ପୀଡ଼ିତ ଥିଲେ। ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ…