‘କାଦମ୍ବିନୀ’ ଓ ‘କୁନିକଥା’ର ସ୍ୱନକ୍ଷତ୍ର ଉତ୍ସବ: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ…
କେନ୍ୟୁଜ୍(ବ୍ୟୁରୋ): ଓଡ଼ିଶାର ସର୍ବପ୍ରଥମ ମାସିକ ପାରିବାରିକ ପତ୍ରିକା ’କାଦମ୍ବିନୀ’ର ତ୍ରୟୋବିଂଶ ଏବଂ ଓଡ଼ିଶାର ସର୍ବପ୍ରଥମ ମାସିକ ପାରିବାରିକ ଶିଶୁ-କିଶୋର ପତ୍ରିକା ’କୁନିକଥା’ର ଦ୍ୱାଦଶ ସ୍ୱନକ୍ଷତ୍ର ଉତ୍ସବ ଆଜି ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି…