Browsing Tag

govind sahu

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା: ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ଖାରଜ

କଣ୍ଟାବାଞ୍ଜି(କେନ୍ଯୁଜ୍): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଆବେଦନ ଖାରଜ । ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ୍‌ ଆବେଦନ ଖାରଜ କରିଛନ୍ତି କଣ୍ଟାବାଞ୍ଜି ଏଡିଜେ କୋର୍ଟ । ଜାମିନ୍‌ ଆବେଦନ ନେଇ ଶୁଣାଣି ଶେଷ ପରେ ରାୟ ସଂରକ୍ଷିତ ରଖିଥିଲେ…