Browsing Tag

heat wave in odisha

ଦୁର୍ବଳ ମୌସୁମୀ ପ୍ରଭାବରେ ବଢୁଛି ଦିନ ତାପମାତ୍ରା, ରାଜ୍ୟର ୧୧ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ଦୁର୍ବଳ ମୌସୁମୀ ପ୍ରଭାବରେ ବଢୁଛି ଦିନ ତାପମାତ୍ରା। ରାଜ୍ୟର ୧୧ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି। ୩୭.୨ ଡିଗ୍ରୀ ସହ ଚାନ୍ଦବାଲି ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସମ୍ବଲପୁର ୩୬.୫ଂ ଏବଂ ଅନୁଗୁଳରେ ୩୬.୧ଂ ଦିନ ତାପମାତ୍ରା ରେକର୍ଡ…

ଦୁର୍ବଳ ହେଲା ମୌସୁମୀ, ବଢିଲା ଦିନ ତାତି: ୭ ସହରର ଦିନ ତାପମାତ୍ରା ୩୬ ଡିଗ୍ରୀ ଉପରେ ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ଦୁର୍ବଳ ହେଲା ମୌସୁମୀ। ବଢିଲା ଦିନ ତାପମାତ୍ରା। ୭ ସହରର ଦିନ ତାପମାତ୍ରା ୩୬ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ୩୬ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଛି ମାଲକାନଗିରି। ଉଚ୍ଚ ତାପମାତ୍ରା ଏବଂ ଆଦ୍ରତା ପ୍ରଭାବରେ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅନୁଭୂତ ହେଉଛି।…

ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି, ଦୁଇ ଦିନ ଯାଏ ରହିବ ଏମିତି ପାଗ

ଭୁବନେଶ୍ବର(କେନ୍ୟୁଜ୍): ଶ୍ରାବଣରେ ଧୁ ଧୁ ଖରା । ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି । ଖରାଦିନ ଭଳି ଲାଗୁଛି । ରାଜ୍ୟରେ ମୌସୁମୀ ଦୁର୍ବଳ ଯୋଗୁ ବର୍ଷା ପରିମାଣ କମିବା ସହ ଦିନର ତାପମାତ୍ରା ବଢୁଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ୨୪ ଘଣ୍ଟା ଯାଏ ରାଜ୍ୟର ଅନେକ…

ରାଜ୍ଯରେ ଗତ ୨୪ ଘଣ୍ଟାରେ ୧୫ ଜିଲ୍ଲାରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରେକର୍ଡ, ଅନୁଗୁଳରେ ସର୍ବାଧିକ

ଭୁବନେଶ୍ୱର(କେନ୍ୟୁଜ୍): ଆହୁରି ୩ରୁ ୪ ଦିନ ତାତି। ଶ୍ରାବଣରେ ଧୁ ଧୁ ଖରା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ଖରାଦିନ ଭଳି ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେଉଥିବାରୁ ତାପମାତ୍ରା ବଢୁଛି। ଦିନ ଓ ରାତି ସ୍ୱାଭାବିକଠାରୁ ଅଧିକ ରହୁଛି। ଗତ ୨୪…

କୁଆଡେ ଗଲା ବର୍ଷା, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ

କେନ୍ୟୁଜ୍(ବ୍ୟୁରୋ):  ଶ୍ରାବଣରେ ଧୁ ଧୁ ଖରା। ରାଜ୍ୟର ଅଧିକାଂଶ ସ୍ଥାନରେ ଗୁଳୁଗୁଳି । ଦିନର ତାପମାତ୍ରା ସ୍ୱାଭାବିକଠାରୁ ଅଧିକ । ଆଗାମୀ ୨ରୁ ୩ ଦିନ ଯାଏ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠୁ ୩ରୁ ୪ ଡିଗ୍ରି ସେଲସିୟସ ଅଧିକ ରହିବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ଉଚ୍ଚ…

ଶ୍ରାବଣ ମାସରେ ବି ମୁଣ୍ଡଫଟା ଖରା: ରାଜ୍ୟରେ ୧୧ଟି ସହରର ତାପାମତ୍ରା ୩୫ ଡିଗ୍ରୀରୁ ଅଧିକ ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ବଢୁଛି ପାରଦ । ବିଭିନ୍ନ ସ୍ଥାନରେ ବଢୁଚି ଦିନର ତାପମାତ୍ରା । ସ୍ୱାଭାବିକ ତାପମାତ୍ରା ପାଖାପାଖି ୫ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ୧୧ଟି ସହରରେ ଦିନର ତାପାମତ୍ରା ୩୫ ଡିଗ୍ରୀ କିମ୍ବା ଅଧିକ ରେକର୍ଡ…

ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳି: ୭ ଜିଲ୍ଲାକୁ ହିଟ୍‌ ୱେଭ୍‌ ଆଲର୍ଟ ଜାରି, ରଜ ପୂର୍ବରୁ ଓଡ଼ିଶା ଛୁଇଁବନି ମୌସୁମୀ !

ଭୁବନେଶ୍ବର(କେନ୍ୟୁଜ): ଭୟଙ୍କର ତାତି। ରାଜ୍ୟରେ ଅସହ୍ୟ ତାତି ସହ ଗୁଳୁଗୁଳିରେ ଛଟପଟ ଜନଜୀବନ। ଉପକୂଳରେ ଗୁଳୁଗୁଳି କଲବଲ କରୁଥିବାବେଳେ ପଶ୍ଚିମରେ ତାତି ବଳବତ୍ତର ରହିଛି। ଦୁଇ ଦିନ ହେବ ରାଜ୍ୟରେ ତାପମାତ୍ରା ୪୫ ଡିଗ୍ରୀ ଉପରେ ରହୁଛି। ଗତକାଲି ଦୁଇଟି ସହରରେ ତାପମାତ୍ରା ୪୫ଡିଗ୍ରୀ ପାର୍‌…

ଗୁଜରାଟ ପଟୁ ଆସୁଥିବା ଶୁଷ୍କ ବାୟୁ ପ୍ରଭାବରେ ରାଜ୍ଯରେ ବଢ଼ୁଛି ତାତି, ଆଜି ୮ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ…

ଭୁବନେଶ୍ବର(କେନ୍ୟୁଜ୍‌): ଡେଉଁଛି ପାରଦ । ବଢୁଛି ତାତି । ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ସ୍ଥିତି । ୧୩ ତାରିଖ ଯାଏ ନିସ୍ତାର ନାହିଁ । ଗୁଜରାଟ ପଟୁ ପ୍ରଭାବିତ ଶୁସ୍କ ବାୟୁ ପ୍ରଭାବରେ ତାତି ବଢ଼ୁଛି । ଆଜି ୮ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ…

ଆକାଶରୁ ଅଗ୍ନିବର୍ଷା: ଆଜିଠୁ ପଶ୍ଚିମ ଓଡ଼ିଶାକୁ ହିଟ୍‌ୱେଭ୍ ଆଲର୍ଟ, ୫ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ସତର୍କତା

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟକୁ ପୁଣି ଫେରିଛି ତାତି । ଜଳୁଛି ପଶ୍ଚିମ ଓଡ଼ିଶା । ଆକାଶରୁ ଅଗ୍ନିବର୍ଷା ହେଉଛି । ଆଜିଠୁ ପଶ୍ଚିମ ଓଡ଼ିଶାରେ ଆହୁରି ବଢ଼ିବ ଦିନର ତାପମାତ୍ରା । ତିନି ଦିନ ଯାଏ ନିସ୍ତାର ନାହିଁ । ୧୦ ତାରିଖ ଯାଏ ପଶ୍ଚିମ ଓଡ଼ିଶାକୁ ହିଟ୍‌ୱେଭ୍ ଆଲର୍ଟ କରିଛି ଭୁବନେଶ୍ୱର…

ପାରଦ ୪୫ ଡିଗ୍ରୀ ମୁହାଁ, ହନ୍ତସନ୍ତ କରୁଛି ଗୁଳୁଗୁଳି: ରଜ ଆଗରୁ ମୌସୁମୀ ଓଡ଼ିଶା ଆସିବା ଆଶା କମ୍‌

ଭୁବନେଶ୍ବର(କେନ୍ୟୁଜ୍‌): ତାତିରୁ ମିଳୁନି ନିସ୍ତାର। ପଶ୍ଚିମରୁ ଉପକୂଳ, ଦକ୍ଷିଣରୁ ଉତ୍ତର, ସାରା ଓଡ଼ିଶା କଲବଲ । ପାରଦ ୪୫ ଡିଗ୍ରୀ ମୁହାଁ । ଗୁଳୁଗୁଳି ବି ନୟାନ୍ତ କରୁଛି। ଏପଟେ ମୌସୁମୀ ଆଶା ଘୁଞ୍ଚିବାରେ ଲାଗିଛି। ରଜ ଆଗରୁ ମୌସୁମୀ ଓଡ଼ିଶା ଆସିବା ଆଶା କମ୍‌। ଗତକାଲି ୧୫ଟି ସ୍ଥାନରେ…

ବଢୁଛି ପାରଦ, ଆକାଶରୁ ଖସୁଛି ନିଆଁ ପିଣ୍ଡୁଳା: ସକାଳୁ ସକାଳୁ ଜଳିଗଲା ଭଳି ଲାଗୁଛି ଦେହହାତ

ଭୁବନେଶ୍ବର(କେନ୍ୟୁଜ) : ରାଜ୍ୟକୁ ପୁଣି ଫେରିଛି ତାତି । ବଢୁଛି ପାରଦ । ଜାରି ରହିଛି ଗ୍ରୀଷ୍ମଲହରି । ବିଭିନ୍ନ ଜିଲ୍ଲାରେ ଦିନର ତାପମାତ୍ରା ବଢିଛି । ଦୁଇ ଦିନ ହେବ ଦିନର ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍‌ ଯାଏ ବଢ଼ିଛି । ସକାଳୁ ସକାଳୁ ଜଳିଗଲା ଭଳି ଲାଗୁଛି ଦେହହାତ । ଆକାଶରୁ ଖସୁଛି…

ଆଜି ପାଇଁ ୧୫ଟି ଜିଲ୍ଲାରେ କାଳବୈଶାଖି ସମ୍ଭାବନା, ୨୨ରୁ ପୁଣି ରାଜ୍ୟକୁ ଫେରିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ବର(କେନ୍ୟୁଜ୍‌): ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ । ୩ ଦିନ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ବାତ୍ୟା ଅସାନି ଯୋଗୁ କିଛି ସ୍ଥାନରେ ତାପମାତ୍ରା ତଳମୁହାଁ ହୋଇ ରହିବ । ୨୨ରୁ ରାଜ୍ୟର କିଛି ଜିଲ୍ଲାରେ ଗ୍ରୀଷ୍ମ…