Browsing Tag

heavy rain alert in odisha

ଜୁନ ୧ରୁ ସେପ୍ଟେମ୍ବର ୨୮ ମଧ୍ୟରେ ରାଜ୍ୟରେ ୧୧୮୦.୧ ମିମି ବର୍ଷା ରେକର୍ଡ, ଆଜି ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍): ପାର୍ବଣକୁ ଫିକା କରିବ ବର୍ଷା। ଅକ୍ଟୋବର ୧ତାରିଖରୁ ଘୂର୍ଣ୍ଣିବଳୟ ପ୍ରଭାବରେ ହେବ ବର୍ଷା। ଉତ୍ତର-ପୂର୍ବ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି । ପ୍ରଭାବରେ ଅକ୍ଟୋବରୁ ୧ରୁ ଉତ୍ତର-ଉପକୂଳରେ ବଢ଼ିବ…

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା, ଆଗାମୀ ୨୪ ଘଣ୍ଟାରେ କିଛି ଜିଲ୍ଲାରେ ବିଜୁଳି ଘ଼ଡ଼ଘଡ଼ି ସହ ପ୍ରବଳ କାଚିବ!

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ମୌସୁମୀର ପ୍ରଭାବ ଦୁର୍ବଳ ରହିଛି । ଜାରି ରହିଛି ଗରମ ଓ ଗୁଳୁଗୁଳି । ଦିନ ତାପମାତ୍ରା ତଥା ଆର୍ଦ୍ରତା ଅଧିକ ଥିବାରୁ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା ବିସ୍ତତି । ଆଗାମୀ ୨୪ ଘଣ୍ଟାରେ କିଛି ଜିଲ୍ଲାରେ…

ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ, ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର…

ଭୁବନେଶ୍ୱର(କେନ୍ୟୁଜ୍):  ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଛି। ଏହି ବର୍ଷା ଦ୍ୱାରା ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ସମ୍ଭାବନା ରହିଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ…

ଦଶରଥପୁର ଅଞ୍ଚଳ ପରିଦର୍ଶନ କଲେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ବନ୍ୟା ପରିସ୍ଥିତିର କଲେ ସମୀକ୍ଷା

ଯାଜପୁର ଟାଉନ: ଗତକାଲି ଠାରୁ ଯାଜପୁର ଜିଲ୍ଲାରେ ପ୍ରବାହିତ ହେଉଥିବା ବୈତରଣୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଫଳରେ ଯାଜପୁର, ଦଶରଥପୁର ଏବଂ କୋରେଇ ବ୍ଲକ ପ୍ରଭାବିତ ହୋଇଛି। ବିଶେଷକରି ଦଶରଥପୁରରେ ବିପଦ ସଂକେତ ଉପରେ ବୈତରଣୀ ନଦୀ ପ୍ରବାହିତ ହେବା ଫଳରେ କେତେକ ସ୍ଥାନରେ ନଦୀ…

ଆସୁଛି ଆଉ ଏକ ଲଘୁଚାପ: ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ, ଅତି ପ୍ରବଳ ବର୍ଷା ପାଇଁ…

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଚି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ୨୪…

ଲଗାଣ ବର୍ଷାରେ ଉବୁଟୁବୁ ପୁରୀ: ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ

ପୁରୀ(କେନ୍ୟୁଜ୍): ଲଗାଣ ବର୍ଷାରେ ଉବୁଟୁବୁ ପୁରୀ। ପ୍ରବଳ ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଯୋଗୁ ସହରର ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଛି। ବଡ଼ ଦାଣ୍ଡରେ ଲହଡ଼ି ମାରୁଛି ପାଣି। ଜମି ରହିଛି ଆଣ୍ଠୁଏ ଲେଖାଏଁ ପାଣି। ଆଜି…

ଆଜିଠୁ ୧୦ ତାରିଖ ଯାଏଁ କାଚିବ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆଜିଠୁ ୧୦ ତାରିଖ ଯାଏଁ ଅବିଶ୍ରାନ୍ତ ବର୍ଷା। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ତତସଂଲଗ୍ନ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୪.୫ କିଲୋମିଟର ଯାଏ ବ୍ୟାପିଛି । ପ୍ରଭାବରେ ଆସନ୍ତା ୭ ତାରିଖରେ…

ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ: ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର(କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଚାଲିଛି । ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ । ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି ହୋଇଛି । ଏହି ୯ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,…

ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ଲାଗିରହିଛି ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଘୂଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଲଘୁଚାପ ପ୍ରଭାବରେ ସକାଳ ୪ଟାରୁ ଉପକୂଳ ଓଡ଼ିଶାରେ ଲାଗିରହିଛି ବର୍ଷା । ସକ୍ରିୟ ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ଲାଗିରହିଛି ବର୍ଷା ।…

୧୪ରୁ ୧୬ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍) : ୧୪ରୁ ୧୬ ଭୀଷଣ ବର୍ଷା। ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷକରି ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ…

ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ, ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍) : ଲଘୁଚାପ ଆଣୁଛି ବଡ଼ ବର୍ଷା। କାଲିଠୁ ବଢ଼ିବ ବର୍ଷା ପରିମାଣ। ଦେଢ଼ ସପ୍ତାହ ହେଲା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ । ଦୁଇଟି ଲଘୁଚାପ ପ୍ରଭାବରେ ୧୭ ତାରିଖ ଯାଏ କେତେକ ସ୍ଥାନରେ ମଧ୍ୟମ ଓ ଅନ୍ୟ କିଛି…

ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର(କେନ୍ୟୁଜ୍):ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା,…