Browsing Tag

heavy rain fall

ଭିଜୁଛି ଓଡ଼ିଶା, ୧୩ ତାରିଖ ଯାଏ ଲାଗି ରହିବ ବର୍ଷା

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଏବେ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ଆହୁରି ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଅବପାତ ରୂପ ନେବା ସମ୍ଭାବନା ରହିଛି । ଏହାର…

ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ, ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର…

ଭୁବନେଶ୍ୱର(କେନ୍ୟୁଜ୍):  ଆଜି ସକାଳୁ ସକାଳୁ ଭୁବନେଶ୍ୱରରେ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଛି। ଏହି ବର୍ଷା ଦ୍ୱାରା ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ସମ୍ଭାବନା ରହିଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ…

ଲଗାଣ ବର୍ଷାରେ ଫୁଲୁଛି ବୈତରଣୀ, ବିପଦ ସଙ୍କେତ ଉପରେ ରହିଛି ଜଳକା ନଦୀର ଜଳସ୍ତର

ଆନନ୍ଦପୁର (କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା। ଫୁଲୁଛି ବୈତରଣୀ। ଆନନ୍ଦପୁର ରାଜଘାଟଠାରେ ବୈତରଣୀ ନଦୀ ଜଳସ୍ତର ୩୫.୭୪୦ ମିଟର ରହିଛି। ଏଠାରେ ବୈତରଣୀ ନଦୀର ସତର୍କ ସୂଚନା ୩୭.୪୪୫ ମିଟର ଥିବାବେଳେ ବିପଦ ସଙ୍କେତ ରହିଛି ୩୮.୩୬୦ ମିଟର। ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି…

ଦୁଇ ଦିନ ଧରି ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି, ଗାଁ ଭିତରେ ପାଣି ଓ ବହୁ ଚାଷ ଜମି ଜଳମଗ୍ନ

କଳାହାଣ୍ଡି(କେନ୍ୟୁଜ୍): ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି। ଦୁଇ ଦିନ ଧରି ଲଗାଣ ବର୍ଷା ଫଳରେ ଜୟପାଟଣା ବ୍ଲକର ହାତୀନଦୀ କୂଳରେ ଥିବା ବାନେର, ପିପଲଗୁଡା, କାଦୋପଦର ଗାଁରେ ବନ୍ୟାପାଣି ଘରେ ଘରେ ପଶିଛି। ସେହିଭଳି କଲମପୁର ବ୍ଲକର ପୋରୁଆଗୁଡା, ମାଟିଖାଲ, ବାଲିଛଡା, କର୍ମେଲ ଗାଁରେ ବନ୍ୟାଜଳ…

ଲଗାଣ ବର୍ଷାରେ ଉବୁଟୁବୁ ପୁରୀ: ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ

ପୁରୀ(କେନ୍ୟୁଜ୍): ଲଗାଣ ବର୍ଷାରେ ଉବୁଟୁବୁ ପୁରୀ। ପ୍ରବଳ ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଯୋଗୁ ସହରର ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଛି। ବଡ଼ ଦାଣ୍ଡରେ ଲହଡ଼ି ମାରୁଛି ପାଣି। ଜମି ରହିଛି ଆଣ୍ଠୁଏ ଲେଖାଏଁ ପାଣି। ଆଜି…

ପାଣିପାଗ ବିଭାଗର ଆକଳନ: କାଲିଠାରୁ ବଢିବ ବର୍ଷାର ପରିମାଣ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ କାଲିଠାରୁ ବର୍ଷାର ପରିମାଣ ବଢିବ। ଗତ ୨୪ଘଣ୍ଟା ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅନ୍ୟ ଜିଲ୍ଲା ମାନଙ୍କରେ ବିକ୍ଷିପ୍ତ ବର୍ଷା ହୋଇଛି।…

ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ: ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର(କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଚାଲିଛି । ଆଜି ଓ କାଲି ଦୁଇ ଦିନ ବର୍ଷାରୁ ନିସ୍ତାର ନାହିଁ । ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି ହୋଇଛି । ଏହି ୯ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର,…

ସୋସିଆଲ ମିଡିଆରେ ଯୁବତୀଙ୍କୁ ବ୍ଲାକମେଲ କରୁଥିବା ଯୁବକ ଗିରଫ: ମାଧ୍ୟମ ସାଜିଥିଲା ଇନଷ୍ଟାଗ୍ରାମ

ଯାଜପୁର (କେନ୍ୟୁଜ): ପ୍ରଥମେ ଯୁବତୀଙ୍କ ଫଟୋ ଲଗାଇ ଫେକ ଆଇଡ଼ି ତିଆରି କରିବା, ଇନଷ୍ଟାଗ୍ରାମରେ ଚାଟିଂ କରିବା, ଅଶ୍ଲିଳ ଫଟୋ ଭାଇରାଲ କରିବା ପାଇଁ ଧମକ ଦେବା ଆଦି ଅଭିଯୋଗରେ ଯାଜପୁର ଜିଲ୍ଲା ବରୀ ରାମଚନ୍ଦ୍ରପୁର ପୋଲିସ ଦ୍ୱାରା ଜଣେ ଯୁବକ ଗିରଫ। ଗିରଫ ଯୁବକ ଭଦ୍ରକ ଜିଲ୍ଲା ବାଂସଡା ଥାନା…

ଲଘୁଚାପ ଆଣୁଛି ବଡ଼ ବର୍ଷା: ଓଡ଼ିଶାରେ କାଲିଠାରୁ କାଚିବ

ଭୁବନେଶ୍ବର(କେନ୍ୟୁଜ୍):  ଲଘୁଚାପ ଆଣୁଛି ବଡ଼ ବର୍ଷା। କାଲିଠୁ ବଢ଼ିବ ବର୍ଷା ପରିମାଣ। ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରୀ ଘନୀଭୂତ…

ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ, ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍) : ଲଘୁଚାପ ଆଣୁଛି ବଡ଼ ବର୍ଷା। କାଲିଠୁ ବଢ଼ିବ ବର୍ଷା ପରିମାଣ। ଦେଢ଼ ସପ୍ତାହ ହେଲା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ । ଦୁଇଟି ଲଘୁଚାପ ପ୍ରଭାବରେ ୧୭ ତାରିଖ ଯାଏ କେତେକ ସ୍ଥାନରେ ମଧ୍ୟମ ଓ ଅନ୍ୟ କିଛି…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା, ୨୭ ତାରିଖ ଯାଏ ଚାଲିବ

ଭୁବନେଶ୍ବର(କେନ୍ୟୁଜ୍):  ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ…

ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍‌):ଦିନରେ ଖରା, ରାତିରେ ବର୍ଷା । ଆସନ୍ତା ୨ଦିନ ପାଇଁ ରାଜ୍ୟକୁ କାଳବୈଶାଖୀ ସତର୍କତା । ପଶ୍ଚିମାଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ବଲାଙ୍ଗିରରେ…