ଆଇସିସି ଟି-୨୦ କ୍ରିକେଟ୍ : ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପ୍ରେ
ମୁମ୍ବାଇ : କ୍ରିକେଟ୍ ପଡ଼ିଆରେ ପୁଣି ମୁହାଁମୁହିଁ ହେବେ ଭାରତ ଓ ପାକିସ୍ତାନ । ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ କ୍ରିକେଟ୍ ପ୍ରତିଯୋଗିତାର ଆଜି କ୍ରୀଡ଼ାସୂଚୀ ଘୋଷଣା କରାଯାଇଛି । ଏଥିରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପ୍ରେ ରହିଛନ୍ତି । ବିସିସିଆଇ…